PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ନିର୍ମାଣଧୀନ ବ୍ରିଜ ତଳକୁ ଖସି ପଡିଲେ ଯୁବକ, ଛାତିରେ ଲୁହା ରଡ଼ ପଶିଯିବାରୁ ଚାଲିଗଲା ଜୀବନ

ବ୍ରହ୍ମପୁର୭।୮:  ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ତଳକୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଯୁବକ ଜଣକ ସ୍କୁଟିରେ ଯିବା ବେଳେ ସ୍କୁଟି ସହ ନର୍ମାଣଧୀନ ବ୍ରିଜ ତଳକୁ ଖସି ପଡିଥିଲେ। ଯୁବକ ଜଣଙ୍କ ଖସି ପଡିବାରୁ ତାଙ୍କ ଛାତିରେ ଲୁଡ ରଡ ପଶିଯାଇଥିଲା। ଯାହାଫଳରେ ସେହି ସ୍ଥାନରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ସୂଚନାଯୋଗ୍ୟ ଯେ, ମୃତ ଯୁବକଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ସାମନ୍ତରାୟ। ଲାଞ୍ଜିପଲ୍ଳୀ ଅଞ୍ଚଳରେ ତାଙ୍କ ଘର ବୋଲି ଜଣାପଡିଛି। ଏହାକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ରାସ୍ତାରେ ଏଭଳି ନିର୍ମାଣଧୀନ ଅବସ୍ଥାରେ ପଡି ରହିଥିବା ବ୍ରିଜକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ଏହି ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟଲୋକ ରୁଣ୍ଡ ହୋଇଯାଇଥିଲେ।