ହତ୍ୟା ନା ଆତ୍ମହତ୍ୟା ? ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ନୀଳଗିରି ୨୩।୯: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ନୀଳଗିରି ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ବାଲେଶ୍ବର ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ଧାରି ବିଲ ନିକଟରେ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ମୃତକ ହେଲେ ଦାଶରଥୀପୁର ଗ୍ରାମର ପାଗୁଲୁ ଶତପଥୀ । ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତାଙ୍କୁ କେହି ହତ୍ୟା କରିଛି କି ସେ ଆତ୍ମହତ୍ୟା କରିଛନ୍ତି ତାର କାରଣ ସ୍ପଷ୍ଟ ଜଣାପଡିନାହିଁ ।

   ସମ୍ବନ୍ଧିତ ଖବର


ସାଲେପୁର: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ବନବିଭାଗର ଚଢ଼ାଉ: ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ଶିକାର ସରଞ୍ଜାମ ଜବତ, ଜଣେ ଗିରଫ

ମାଲବାହୀ ଅଟୋ ହୁକରେ ଲାଗି ଓଲଟିଲା ଯାତ୍ରୀବାହୀ ଅଟୋ: ୨ ଯାତ୍ରୀ ଆହତ

ପରିବା ଚୋରି କରିବା ଚୋରଙ୍କୁ ପଡିଲା ମହଙ୍ଗା:ଗଛରେ ବାନ୍ଧିଦେଲେ ଗାଁଲୋକେ, ବସିଲା କଙ୍ଗାରୁ କୋର୍ଟ

କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ

ସ୍ତ୍ରୀର ଚରିତ୍ର ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ବାମୀ, ଅଭିଯୁକ୍ତ ଫେରାର