PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଦିଗପହଣ୍ଡ- ଯୁବ ସଫ୍ଟଓ୍ୱାର ଇଞ୍ଜିନିୟରଙ୍କ କରୋନାରେ ମୃତ୍ୟୁ

ଦିଗପହଣ୍ଡି,-ଦିଗପହଣ୍ଡି ବଜାର ସାହିର ଯୁବ ସଫ୍ଟୱେର ଇଞ୍ଜିନିୟର ଉନା.ସତ୍ୟନାରାୟଣ ରାଓ (୩୭)ଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି । ସୋମବାର ଭୋରରେ ମୃତ୍ୟୁତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ତାଙ୍କ ବାପା ଉନା.ଶଙ୍କର ରାଓଙ୍କର ଗତ ୧୪ ତାରିଖରେ ମୃତ୍ୟୁ ହୋଇଥିଲା । ଏହାପରେ ବେଙ୍ଗାଲୁର ସ୍ଥିତ ସି ଏ ଟେକ୍ନୋଲୋଜିରେ  ସିନିୟର୍ ସଫ୍ଟୱେର ଇଞ୍ଜିନିୟର ଭାବେ କାମ କରୁଥିବା ସତ୍ୟନାରାୟଣ ଓରଫ ଚିନା ଘରକୁ  ଆସିଥିଲେ।

ବାପାଙ୍କ ଶୁଦ୍ଧିକ୍ରିୟା କାର୍ଯ୍ୟ ସରିବା ପରେ ସେ କରୋନା ରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ। ବ୍ରହ୍ମପୁର ବଡ ଡାକ୍ତରଖାନା ସେ ଭର୍ତ୍ତି ହୋଇଥିଲେ ମଧ୍ୟ ତାଙ୍କୁ ସଠିକ୍ ଚିକିତ୍ସା କରା ନଯାଇ ଡିସ୍ ଚାର୍ଜ କରିଦିଆଯାଇଥିବା ଅଭିଯୋଗ ହୋଇଛି । ଘରେ ରହି ଚିକିତ୍ସା ହେବାପରେ  ସେ ସାମାନ୍ୟ ସୁସ୍ଥ ଅନୁଭବ କରିବାରୁ ଗତ ୨୬ ତାରିଖରେ କାର୍ଯ୍ୟସ୍ଥଳ ବେଙ୍ଗାଲୁର ଯିବାପାଇଁ ଟିକେଟ କାଟି  ଭୁବନେଶ୍ୱର ବିମାନ ବନ୍ଦର ରେ ପହଞ୍ଚିଥିଲେ।

ସେଠାରେ ପୁଣିଥରେ ଗୁରୁତର ଅସୁସ୍ଥ ହୋଇପଡ଼ିବା ରୁ  ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲ୍ର କୋଭିଡ ୱାର୍ଡ ରେ ଭର୍ତ୍ତି କରାଯାଇଥିଲା।   ଚିକିତ୍ସାଧୀନ ଅବସ୍ଥାରେ ସତ୍ୟନାରାୟଣ ଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି । ଏହି ଖବର ମଳିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ସୃଷ୍ଟି ହୋଇଛି ।