PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଜୁରାଙ୍ଗପ୍ରଧାନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଘୋଷଣା


କଟକ, ୨ ।୬ କଟକ ଜିଲା ବାରଙ୍ଗ ବ୍ଲକ ଅନ୍ତର୍ଗତ ଜୁରାଙ୍ଗପ୍ରଧାନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଘୋଷଣା କରିଛି କଟକ ଜିଲା ପ୍ରଶାସନ । ପଞ୍ଚାୟତର ୧, ୨, ୩, ୪ ନଂ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛି କଟକ ଜିଲା ପ୍ରଶାସନ । ୭ ଜୁନ ଯାଏ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି ।

ଏହି ୪ଟି ୱାର୍ଡରେ ୨୫ରୁ ଅଧିକ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜୁରାଙ୍ଗ ପ୍ରଧାନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି ।

ଉକ୍ତ ୱାର୍ଡର କୌଣସି ବ୍ୟକ୍ତି ବାହାରେ ବୁଲାବୁଲି ନ କରିବାକୁ କୁହାଯାଇଛି । ଏଥିସହ ବାହାରର କୌଣସି ବ୍ୟକ୍ତି ଏ ଅଞ୍ଚଳକୁ ନ ଆସିବା ପାଇଁ ଅନୁରୋଧ କରିଛନ୍ତି ସରପଞ୍ଚ ।