PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ଆଜିର ରାଶିଫଳ (୨୬/୧, ଶନିବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ସାଂସାରିକ ଆର୍ଥିକ ସ୍ତରରେ ପରିବହନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।
ବୃଷ- ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ଉତ୍ତେଜନା ରହିବ । ଉଭୟେ ପ୍ରେମ ଓ ଦାମ୍ପତ୍ୟ ଅଶାନ୍ତି ରହିପାରେ । ମହିଳାମାନେ ଦୁଶ୍ଚିନ୍ତାରେ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମିଥୁନ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ସହଯୋଗ ପାଇବେ । ·କିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ଧଳା ।
କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଭାତୃଭଗ୍ନୀଙ୍କର ସହଯୋଗ ମିଳିବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା କାରଣରୁ କାର୍ଯ୍ୟହାନି ହେବ । ସାଂସାରିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
କନ୍ୟା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ । ସାଂସାରିକ ମନମୁତାବକ ଫଳ ପ୍ରାପ୍ତି ହେବ । ·କିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀମାନେ ସଫଳ ହେବେ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲିଭର ।
ତୁଳା- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟାକରି ସଫଳ ହେବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ମହିଳାମାନେ କର୍ମତôପର ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା- ଏକାଦଶରେ ଚନ୍ଦ୍ରଙ୍କ ଚଳନହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ଉନ୍ନତି କରିବେ । ·କିରିରେ ସମ୍ମାନ ବଢ଼ିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।
ଧନୁ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମକ୍ଷେତ୍ରରେ ଅନୁକୂଳ ବାତାବରଣ ରହିବ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ମକର- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟରେ ଅସହଯୋଗ ମନେ ହେବ । ସାଂସାରିକ ଅଭାବ ଅସୁବିଧା ରହିବ । ·କିରିରେ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭଅଙ୍କ-୩, ଶୁଭରଙ୍ଗ- କ୍ରୀମ୍‌ ।
କୁମ୍ଭ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ସାଂସାରିକ ଚିନ୍ତା ଜନକ ସ୍ଥିତି ରହିବ । ରାଜନୀତିରେ ଶତୃବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମୀନ- ସପ୍ତମ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ସମ୍ବନ୍ଧିତ ଖବର