ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

ଭଦ୍ରକରେ ୧୪୪ ଜାରି, ଜୁନ ୨ ପର୍ଯ୍ୟନ୍ତ କଟକଣା

ଭଦ୍ରକ,୩୦।୫ :  ଭଦ୍ରକ ଜିଲ୍ଲାର ସବୁ ନିର୍ବାଚନ ମଣ୍ଡଳୀରେ ୧୪୪ ଧାରା ଜାରି କରାଯାଇଛି । ଜିଲ୍ଲାପାଳ ଏହାକୁ   ଜାରି କରିଛନ୍ତି  । ଗୁରୁବାର ସନ୍ଧ୍ୟା ୬ଟାରୁ ଏହା ଜାରି କରାଯାଇଛି। ଆସନ୍ତା  ଜୁନ ୨ ତାରିଖ ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ଏଥିରେ କୌଣସି ସ୍ଥାନରେ ୫ ରୁ ଅଧିକ ଲୋକେ ଏକାଠି ନହେବା ପାଇଁ ନିର୍ଦ୍ଦେଶ  ଦିଆଯାଇଛି। ସେହିପରି ଗୁରୁବାର  ସନ୍ଧ୍ୟା ୬ଟା ପରେ ବାହାର ଜିଲ୍ଲାର କୌଣସି ଲୋକ ହୋଟେଲ କିମ୍ବା ଗେଷ୍ଟ ହାଉସରେ ନ ରହିବା ପାଇଁ ନିର୍ଦ୍ଦେଶ  ଦିଆଯାଇଛି। 

ଆହୁରି ପଢନ୍ତୁ : ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣା : ମୁଖ୍ୟ ଶାସନ ସଚିବ ଘଟଣାସ୍ଥଳରେ ପହଞ୍ଚି କଲେ ଅନୁଧ୍ୟାନ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.