ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୮ ବର୍ଷ

ଭୁବନେଶ୍ୱର ୦୧/୦୪: ୧୯୩୬  ମସିହା, ଏପ୍ରିଲ ୧ରେ ଓଡ଼ିଶା  ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା । ଏହି  ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ  ବା ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ।  ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମନ୍ତେ ମଧୁସୂଦନ ଦାସ, ଫକୀର  ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର  ମେହେର, ରାଧାନାଥ ରାୟ, ବାସୁଦେବ ସଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର  ଗଜପତିଙ୍କ ପ୍ରଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ୬ଟି ଜିଲ୍ଲା  କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ  ନେଇ ଓଡ଼ିଶା ଗଠନ କରାଯାଇଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା ।  ପ୍ରତି ବର୍ଷ ଉତ୍କଳ ଦିବସ ପାଳନ ଅବସରରେ ସ୍ୱତନ୍ତ୍ର ପ୍ରଦେଶ  ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଏ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.