ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

"ଅପରେସନ ସିନ୍ଦୁର" ରେ ଭାରତୀୟ ସେନାର ପରାକ୍ରମକୁ ସମ୍ମାନ ଜଣାଇ ବିଜେପିର ତ୍ରିରଙ୍ଗା ରାଲି

Published By : Prameya | May 20, 2025 2:42 PM

କୋକସରା,୨୦।୫: "ଅପରେସନ ସିନ୍ଦୁର" ରେ ଭାରତୀୟ ସେନାର ପରାକ୍ରମକୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମୋଟେର ଠାରୁ ଆମପାଣି ପର୍ଯ୍ୟନ୍ତ ବାଇକ୍ ରାଲି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମୋଟେରର ମୋଟ୍ରାଣି ମନ୍ଦିରରେ ପୂଜାର୍ଚ୍ଚନା ପରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମକର୍ତ୍ତା ଏହି ଶୋଭାଯାତ୍ରାରେ ବାହାରିଥିଲେ ।

ମୋଟେର, କୋକସରା, କାଉଡୋଳା, ଲଡୁଗାଁ,ମହାଜନଗୁଡା ଓ ଆମପାଣିରେ ପହଞ୍ଚି ପ୍ରଥପ୍ରାନ୍ତରେ ଜନସଭା କରିଥିଲେ । ଏହି ସଭାରେ ତ୍ରିରଙ୍ଗା ଯାତ୍ରାର ଉଦ୍ଦେଶ୍ୟ ଓ ଅପରେସନ ସିନ୍ଦୁରରେ ଭାରତୀୟ ଯବାନଙ୍କ ପରାକାଷ୍ଠାକୁ ସୁଦୃଢ କରିବାକୁ ଦେଶବାସୀ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ । ଏହି କାର୍ଯ୍ୟକ୍ରମରେ ମୋଟେର ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା, କୋକସରା ମଣ୍ଡଳ ସଭାପତି ବସନ୍ତ ନାଗ, ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର, ସମ୍ପାଦକ ତ୍ରିନାଥ ଶବର, ମନୋଜ ନାଏକ,ହିମାଂଶୁ ପଣ୍ଡା, ଜିଲ୍ଲା ପ୍ରତିନିଧି ଦୁର୍ଗା ପ୍ରଧାନୀ, ସାଂସଦ ପ୍ରତିନିଧି ପ୍ରମୋଦ ପ୍ରଧାନୀ, ରାଜୁ ପାଟ୍ଟଯୋଶୀ,ସୁଶିଲ ପାଢ଼ୀ, ତ୍ରିଲୋକ୍ୟ ବେଶ୍ରା ମହିଳା ନେତ୍ରୀ କୁନ୍ତୀ ପାଳ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.