ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ରେ​‌ଭିନ୍ୟୁ ସୁପରଭାଇଜର

ନୂଆପଡା, ୫।୨: ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ନୂଆପଡା ଜିଲ୍ଲା କୋମନା ତହସିଲ ରେଭିନ୍ୟୁ ସୁପରଭାଇଜର ଅକ୍ଷୟ କୁମାର ନାଏକ। 

ଜଙ୍ଗଲ ଜମି ପଟ୍ଟା କରି ଦେବା ପାଇଁ ସ୍ଥାନୀୟ କୁମୁଟିମୁଣ୍ଡାର ନୀଳମଣି ମାଝୀଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଉଦ୍ୟାନବନ୍ଧ ଏସବିଆଇ ବ୍ୟାଙ୍କ ସାମ୍ନାରେ ଟଙ୍କା ନେଉଥିବା ବେଳେ ନୂଆପଡା ଓ ଭବାନୀପାଟଣା ଭିଜିଲାନ୍ସ ଟିମ ଟଙ୍କା ସହ ଅକ୍ଷୟ ନାଏକଙ୍କୁ ଧରିଥିଲା। ପରେ ଉଦ୍ୟାନବନ୍ଧ ସ୍ଥିତ ଭଡା ଘରେ ଚଢ଼ାଉ କରି କିଛି କାଗଜ ପତ୍ର ଜବତ କରିବା ସହ  ବେଳେ କୋମନା ତହସିଲ ଅଫିସ ରେ ବର୍ତ୍ତମାନ ଚଢ଼ାଉ ଜାରି ରହିଛି।

ଆହୁରି ପଢନ୍ତୁ : ନିଜ ବନ୍ଧୁକରୁ ଗୁଳିକରି ବ୍ୟବସାୟୀଙ୍କ ଆତ୍ମହତ୍ୟା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.