ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଗୋଟିଏ ଟ୍ରାକ୍‌ରେ ୩ ଟ୍ରେନ୍ ସାମ୍ନାସାମ୍ନି, ଅଳ୍ପକେ ଟଳିଲା ବଡ଼ ଧରଣର ଦୁର୍ଘଟଣା

ରାଉରକେଲା, ୨୧/୧୧ : ଗୋଟିଏ ଟ୍ରାକ୍‌ରେ ସାମ୍ନାସାମ୍ନି ହେଲେ ୩ ଯାତ୍ରୀବାହୀ ଟ୍ରେନ୍। ପାଖାପାଖି ୧୦୦ ମିଟର ଦୂରତାରେ ସମ୍ବଲପୁର ରାଉରକେଲା ମେମୁ ସହ ସାମ୍ନାସାମ୍ନି ହେଲା ରାଉରକେଲା ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍। ଅଳ୍ପକେ ଟଳିଲା ବଡ଼ ଧରଣର ଦୁର୍ଘଟଣା। ଅପର ପକ୍ଷେ ସେହି ଟ୍ରାକରେ ଆସୁଥିଲା ତୃତୀୟ ଟ୍ରେନ୍ ବନ୍ଦେ ଭାରତ ଏକ୍ସପ୍ରେସ୍। ରାଉରକେଲା ରେଳ ଷ୍ଟେସନରୁ ପ୍ରାୟ ୨୦୦ ମିଟର ଦୂରରେ ଘଟିଛି ଏଭଳି ଘଟଣା। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.