ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଗୋଟିଏ ଟ୍ରାକ୍‌ରେ ୩ ଟ୍ରେନ୍ ସାମ୍ନାସାମ୍ନି, ଅଳ୍ପକେ ଟଳିଲା ବଡ଼ ଧରଣର ଦୁର୍ଘଟଣା

ରାଉରକେଲା, ୨୧/୧୧ : ଗୋଟିଏ ଟ୍ରାକ୍‌ରେ ସାମ୍ନାସାମ୍ନି ହେଲେ ୩ ଯାତ୍ରୀବାହୀ ଟ୍ରେନ୍। ପାଖାପାଖି ୧୦୦ ମିଟର ଦୂରତାରେ ସମ୍ବଲପୁର ରାଉରକେଲା ମେମୁ ସହ ସାମ୍ନାସାମ୍ନି ହେଲା ରାଉରକେଲା ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍। ଅଳ୍ପକେ ଟଳିଲା ବଡ଼ ଧରଣର ଦୁର୍ଘଟଣା। ଅପର ପକ୍ଷେ ସେହି ଟ୍ରାକରେ ଆସୁଥିଲା ତୃତୀୟ ଟ୍ରେନ୍ ବନ୍ଦେ ଭାରତ ଏକ୍ସପ୍ରେସ୍। ରାଉରକେଲା ରେଳ ଷ୍ଟେସନରୁ ପ୍ରାୟ ୨୦୦ ମିଟର ଦୂରରେ ଘଟିଛି ଏଭଳି ଘଟଣା। 

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.