ପ୍ରମୁଖ ଖବର
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ଧାନ ବିଲରେ ହାତୀ ଆକ୍ରମଣରେ ଚାଷୀ ଗୁରୁତର

ଢେଙ୍କାନାଳ, ୧୦।୧୧: ଧାନ ବିଲରେ ଚାଷୀଙ୍କୁ କଚାଡ଼ି ଦେଲା ଦନ୍ତା । ଗଁନ୍ଦିଆ ଆଙ୍କୁର୍ଦ ଗ୍ରାମରେ ହାତୀ ଆକ୍ରମଣରେ ଚାଷୀ ଗୁରୁତର । ଗୁରୁତର ଚାଷୀ ଜଣକ ଆଙ୍କୁର୍ଦ ଗ୍ରାମର କାଳନ୍ଦୀ ପ୍ରଧାନ ବୋଲି ଜଣାପଡ଼ିଛି । ଗୁରୁତର କାଳନ୍ଦୀଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିବା ସୂଚନା । ଧାନ କାଟିବାକୁ ବିଲକୁ ଯାଇଥିବା ବେଳେ ଦନ୍ତ ହାତୀଟି ତାଙ୍କୁ ଦଳିଦେଇଥିବା ଗ୍ରାମବାସୀ କହିଛନ୍ତି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.