ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଘରୋଇ ହସ୍ପିଟାଲରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ, ଚାଲିଗଲା ମା’ ସହ ଶିଶୁର ଜୀବନ

Published By : Suraj Kumar | July 6, 2025 6:26 PM

କେନ୍ଦ୍ରାପଡ଼ା,୬।୭ : କେନ୍ଦ୍ରାପଡ଼ା ସହର ପୁରୁଣା ମେଡିକାଲ ରୋଡରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଏକ ଘରୋଇ ହସ୍ପିଟାଲରେ ପ୍ରସୂତି ସହ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ ସହରର ବଳଗଣ୍ଡିରେ ଥିବା ଏହି ନର୍ସିଂହୋମକୁ ପାରାଦୀପ ଗଡର ସେକ୍ କୁନା ଗର୍ଭବତୀ ଥିବା ତାଙ୍କ ସ୍ତ୍ରୀ ରିହାନ ବିବିଙ୍କ ଚିକିତ୍ସା ପାଇଁ ଆଣିଥିଲେ। ତେବେ ଡାକ୍ତରଙ୍କ ଅବହେଳାରୁ ଚିକିତ୍ସାଧୀନ ଥିବାବେଳେ ରିହାନା ଓ ତାଙ୍କ ଗର୍ଭସ୍ଥ ଶିଶୁ ସନ୍ତାନର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ମେଡିକାଲ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରତିବାଦରେ ଲୋକେ ନର୍ସିଂ ହୋମ ଆଗରେ ହୋହାଲ୍ଲା କରିଥିଲେ। ମୃତକଙ୍କ ପରିବାରକୁ କ୍ଷତି ପୂରଣ ପାଇଁ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗ କୁ ଡାକ୍ତର ଖଣ୍ଡନ କରିଛନ୍ତି। କେନ୍ଦ୍ରାପଡ଼ା ଟାଉନ ଥାନାରେ ଅଭିଯୋଗ ହେବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.