ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ନଦୀ ପାର ହେଉଥିବା ବେଳେ ଭାସିଯାଇ ବୃଦ୍ଧ ମୃତ

ତୁମୁଡିବନ୍ଧ,୨୨/୯ : କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ରାହୁଲ   ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି।  ମୃତକ ଜଣକ ହେଲେ ପୁରେଶ୍ୱର ମାଝି(୬୫)। 

ସୂଚନା ଅନୁଯାୟୀ, କାଣ୍ଡାମ ଗ୍ରାମର ପୁରେଶ୍ୱର ଶନିବାର ସକାଳେ ଧୁଙ୍ଗିଆ ପଙ୍କାଳ ଗ୍ରାମରେ ହେଉଥିବା ସାପ୍ତାହିକ ହାଟକୁ ଯାଇ ରାହୁଳ ନଦୀର ଡଙ୍ଗା ଘାଟରେ ନଦୀ ପାର ହୋଇ ଗାଁକୁ ଫେରୁଥିଲେ। ନଦୀ ପାର ହେଉ ଥିବା ସମୟରେ ହଠାତ୍‌ ବଢ଼ିପାଣିର ପ୍ରଖର ସ୍ରୋତ ଆସିବାରୁ ସେ ଭାସିଯାଇ ଥିଲେ । ସେହି ସମୟରେ ଘାଟରେ ତାଙ୍କୁ ଉଦ୍ଧାର କରିବା ପାଇଁ କେହି ନ ଥିଲେ । ସନ୍ଧ୍ୟା ହେବାରୁ ପରିବାର ଲୋକେ ଓ ଗ୍ରାମବାସୀ ଖୋଜାଖୋଜି କରି ତାଙ୍କୁ ପାଇ ନ ଥିଲେ। ରବିବାର ସକାଳୁ ପୁଣି ଖୋଜାଖୋଜି କରିବା ପରେ  ଡଙ୍ଗାଘାଟର ପ୍ରାୟ ଅଧ କିମି ଦୂରରେ ତାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ପୁଲିସ ଓ ଅଗ୍ନିଶମ ବିଭାଗକୁ ତୁରନ୍ତ ଖବର ଦିଆଯିବାରେ  ତୁମୁଡିବନ୍ଧ ଅଗ୍ନିଶମ ବିଭାଗର ଅଧିକାରୀ ସି.ସର୍ବେଶ୍ୱର ପାତ୍ର, ଡ୍ରାଇଭର ଅରବିନ୍ଦ ପାତ୍ର, ଆଗ୍ନିକ ଅମୀୟ ରଞ୍ଜନ ସୁନା ଓ ଶିଶିର ଜେନା ପହଞ୍ଚି ମୃତଦେହ ଉଦ୍ଧାର କରି ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ନେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.