ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ଦିଲ୍ଲୀ ପରେ ଏବେ ରାଜକୋଟ ବିମାନ ବନ୍ଦରର ଭୁଶୁଡିଲା ଛାତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ,୨୯/୬:  ଦିଲ୍ଲୀ ପରେ ଏବେ ରାଜକୋଟ ବିମାନ ବନ୍ଦରରେ ଘଟିଲା ସମାନ ଘଟଣା। ବିମାନବନ୍ଦର ଟର୍ମିନାଲ ବାହାରେ ଆଜି ଏକ ଛାତ ଭୁଶୁଡି ପଡିଥିବା ସୂଚନା ମିଳିଛି। ହେଲେ ତେବେ ଏହି ଦୁର୍ଘଟଣା କେହି ମୃତାତହ ହୋଇନଥିବା ସୂଚନା ମିଳିଛି। ପ୍ରବଳ ବର୍ଷା ଯୋଗୁଁ ଏହି ଅଘଟଣ ଘଟିଥିବା କୁହାଯାଉଛି। 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୨୦୨୩ରେ ରାଜକୋଟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂର ଉଦଘାଟନ କରିଥିଲେ। ଏହି ବିମାନବନ୍ଦରକୁ ୧୪୦୦ କୋଟିରୁ ଅଧିକ ମୂଲ୍ୟରେ ବିସ୍ତାର କରାଯାଇଥିଲା। ହେଲେ ଲଗାଣ ବର୍ଷା ଯୋଗୁଁ ଛାତ ଭୁଶୁଡି ପଡିଥିବା ଜଣାପଡିଛି । ପ୍ରକାଶ ଥାଉକି, ଗତକାଲି ଶୁକ୍ରବାର ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ୍-୧ରେ  ଛାତ ଭୁଷୁଣି ପଡିବାରୁ ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ୮ ଜଣ ଆହତ ହୋଇଥିଲେ। ଏହି ଦୁର୍ଘଟଣାରେ ୪ରୁ ଅଧିକ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.