ପ୍ରମୁଖ ଖବର
  • ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ
  • ||
  • ସୋମବାରଠୁ ସଂସଦର ଶୀତ ଅଧିବେଶନ, ୨୨ ତାରିଖ ଯାଏଁ ଚାଲିବ: ୨୧ଟି ବିଧେୟକ ଉପରେ ହେବ ଆଲୋଚନା
  • ||
  • ଭୁବନେଶ୍ୱର: ୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||

ପାରାଦୀପ ନୂଆଗଡ଼ରେ ଜଳିଗଲା ବାଣ ଦୋକାନ, ଅଳ୍ପକେ ବର୍ତ୍ତିଲେ ୪ ବ୍ୟକ୍ତି

ପାରାଦୀପ, ୧୨।୧୧: ଦୀପାବଳିରେ ଅଘଟଣ । ଜଳିଗଲା ବାଣ ଦୋକାନ । ପାରାଦୀପ ନୂଆଗଡ଼ରେ ଏକ ବାଣ ଦୋକାନ ଜଳି ଯାଇଥିବା ସୂଚନା । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪ ଜଣ ବ୍ୟକ୍ତି । ଲକ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଥିବା ଜଣାପଡ଼ିଛି । 

 

Copyright © 2022 - Summa Real Media Private Limited. All Rights Reserved.