ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୧୩ତମ ଅନ୍ତର୍ଜାତୀୟ ବାଲୁକା କଳା ଓ କୋଣାର୍କ ମହୋତ୍ସବରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

କୋଣାର୍କ, ୩।୧୨: ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଏବଂ କୋଣାର୍କ ମହୋତ୍ସବ ପାଇଁ କୋଣାର୍କରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ଶୁକ୍ରବାର ଏହି ମହୋତ୍ସବର ଶୁଭ ଉଦ୍‌ଘାଟନ ପରେ ଶନିବାର ଥିଲା ମହୋତ୍ସବର ଦ୍ବିତୀୟ ଦିନ । ଏହି ମହୋତ୍ସବରେ ଭାଗ ନେବା ପାଇଁ ଦେଶ ଓ ବିଦେଶରୁ ମୋଟ୍ ୩୫ ଜଣ ବାଲୁକା ଶିଳ୍ପୀ ନିଜ ନିଜ ଟିମ୍ ସହ ଅଂଶଗ୍ରହଣ କରିଥିଲେ । 

ଅନ୍ତର୍ଜାତୀୟ ସ୍ତରରୁ ମୋଟ୍ ୬ଟି ଦେଶ ଯଥା: ଅଷ୍ଟ୍ରେଲିଆ, କେଚ୍ ରିପବ୍ଲିକ, ଶ୍ରୀଲଙ୍କା, ରୁଷିଆ, ବେଲାରୁସ, ୟୁ.ଏସ.ଏ ଏଥିରେ ଅଂଶ ଗ୍ରହଣ କରିଥିଲେ । ଜାତୀୟ ସ୍ତରରୁ ୬ଟି ରାଜ୍ୟ ବିହାର, ଆସାମ, ପଶ୍ଚିମବଙ୍ଗ,   ଗୁଜୁରାଟ, ତେଲେଙ୍ଗାନା ଏବଂ ତାମିଲନାଡ଼ୁରୁ ବାଲୁକାଶିଳ୍ପୀମାନେ ଅଂଶଗ୍ରହଣ କରିଥିଲେ । ସେହିଭଳି ରାଜ୍ୟର ବିଭିନ୍ନ ଜିଲ୍ଲାର ଅନେକ ବାଲୁକାଶିଳ୍ପୀ ଏଥିରେ ଅଂଶଗ୍ରହଣ କରିଥିଲେ । ଦ୍ବିତୀୟ ଦିନର ବିଷୟ ଥିଲା ଇକୋ ଟୁରିଜିମ୍ ଏବଂ ଏନଭାଇରମେଣ୍ଟ ଯାହାକୁ ନେଇ ଚନ୍ଦ୍ରଭଗାର ବିସ୍ତୀର୍ଣ୍ଣ ବେଳାଭୂମିରେ ବାଲୁକାଶିଳ୍ପୀ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.