ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

‘ଏହା ଭାରତର ଇତିହାସରେ ଅଦ୍ଭୁତପୂର୍ବ କ୍ଷଣ’, ନିର୍ବାଚନ ଫଳାଫଳକୁ ନେଇ ପିଏମ୍ ମୋଦିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୪।୬:  ଲୋକସଭା ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଥମ ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି, ଦେଶର ଲୋକ ପୁଣିଥରେ ଏନ୍‌ଡିଏ ଉପରେ ବିଶ୍ବାସ ଦେଖାଇଛନ୍ତି। ଏହା ଭାରତର ଇତିହାସରେ ଅଦ୍ଭୁତପୂର୍ବ କ୍ଷଣ। ଜନତା ଜନାର୍ଦ୍ଦକୁ ଏହି ସ୍ନେହ ପାଇଁ ତାଙ୍କୁ ମୋର ନମନ।

ଲୋକସଭା ନିର୍ବାଚନ ଫଳାଫଳରେ ବିଜେପି ବହୁମତ ପାଇ ପାରିନି। ବିଜେପି ୨୩୯ ଆସନରେ ଆଗୁଆ ଅଛି, ସେଭଳି ବିଜେପି ନେତୃତ୍ବାଧୀନ ଏନ୍‌ଡିଏ ୨୯୦ ଆସନରେ ଆଗୁଆ ରହିଛି। ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଲୋକମାନେ ଲଗାତାର ତୃତୀୟ ଥର ଏନ୍‌ଡିଏ ଉପରେ ଭରସା କରିଛନ୍ତି। ତାଙ୍କୁ ବିଶ୍ବାସ ଦେଉଛି ଆମେ ତାଙ୍କର ଆକାଂକ୍ଷାକୁ ପୂରଣ କରିବା ପାଇଁ ଗତ ଦଶକ ଭଳି ଏବେ ବି କାମ ଜାରି ଜାରି ରଖିବୁ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.