ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦୋକାନରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ମହାକାଳପଡ଼ା, ୨୪।୩: କେନ୍ଦ୍ରାପଡ଼ା ଜିଲ୍ଲା ତନ୍ତିଆପାଳ ସାମୁଦ୍ରିକ ଥାନ ଅଧୀନ ସୁନୀତା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ନିଜ ଦୋକାନ ଘର ଭିତରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ । ତାଙ୍କ ସ୍ୱାମୀଙ୍କୁ ଅନ୍ୟ ମହିଳା ସହ ସମ୍ପର୍କ ଥିବା  ସନ୍ଦେହ କରି ଗ୍ରାମବାସୀ ହାତ ଗୋଡ଼ ବାନ୍ଧି ମାଡ଼ ମାରି ହତ୍ୟା କରିଛନ୍ତି ।

ଗତ ରାତିରେ ଗୌରାଙ୍ଗ କୁକୁଡ଼ା ମାଂସ ନେଇ ନିକଟସ୍ଥ ଗ୍ରାମକୁ ଭୋଜି କରିବାକୁ ଯାଇଥିଲେ । ଭୋଜି ଖାଇ ସାରିବା ପରେ ଗ୍ରାମବାସୀମାନେ ଗୌରାଙ୍ଗକୁ କାବୁ କରି ନେଇଥିଲେ । ଅନ୍ୟ ଜଣେ ମହିଳାଙ୍କ ସହିତ ପ୍ରେମ ସମ୍ପର୍କ ଥିବା ନେଇ ସନ୍ଦେହ କରି ଗୌରାଙ୍ଗଙ୍କ ହାତ ଗୋଡ଼ ବାନ୍ଧି ମାଡ଼ ମାରିଥିଲେ । ଗ୍ରାମବାସୀ କଙ୍ଗାରୁ କୋର୍ଟରେ ଦଣ୍ଡ ଦେବା ଓ ଶାରୀରିକ, ମାନସିକ ନିର୍ଯ୍ୟାତନା ସହିନପାରି ଆତ୍ମହତ୍ୟା କରିଥିବା ନେଇ ଜଣାପଡ଼ିଛି । ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି ମୃତ୍ୟୁ ଗୌରାଙ୍ଗଙ୍କ ପରିବାର । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.