ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଦୋକାନରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ମହାକାଳପଡ଼ା, ୨୪।୩: କେନ୍ଦ୍ରାପଡ଼ା ଜିଲ୍ଲା ତନ୍ତିଆପାଳ ସାମୁଦ୍ରିକ ଥାନ ଅଧୀନ ସୁନୀତା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ନିଜ ଦୋକାନ ଘର ଭିତରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ । ତାଙ୍କ ସ୍ୱାମୀଙ୍କୁ ଅନ୍ୟ ମହିଳା ସହ ସମ୍ପର୍କ ଥିବା  ସନ୍ଦେହ କରି ଗ୍ରାମବାସୀ ହାତ ଗୋଡ଼ ବାନ୍ଧି ମାଡ଼ ମାରି ହତ୍ୟା କରିଛନ୍ତି ।

ଗତ ରାତିରେ ଗୌରାଙ୍ଗ କୁକୁଡ଼ା ମାଂସ ନେଇ ନିକଟସ୍ଥ ଗ୍ରାମକୁ ଭୋଜି କରିବାକୁ ଯାଇଥିଲେ । ଭୋଜି ଖାଇ ସାରିବା ପରେ ଗ୍ରାମବାସୀମାନେ ଗୌରାଙ୍ଗକୁ କାବୁ କରି ନେଇଥିଲେ । ଅନ୍ୟ ଜଣେ ମହିଳାଙ୍କ ସହିତ ପ୍ରେମ ସମ୍ପର୍କ ଥିବା ନେଇ ସନ୍ଦେହ କରି ଗୌରାଙ୍ଗଙ୍କ ହାତ ଗୋଡ଼ ବାନ୍ଧି ମାଡ଼ ମାରିଥିଲେ । ଗ୍ରାମବାସୀ କଙ୍ଗାରୁ କୋର୍ଟରେ ଦଣ୍ଡ ଦେବା ଓ ଶାରୀରିକ, ମାନସିକ ନିର୍ଯ୍ୟାତନା ସହିନପାରି ଆତ୍ମହତ୍ୟା କରିଥିବା ନେଇ ଜଣାପଡ଼ିଛି । ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି ମୃତ୍ୟୁ ଗୌରାଙ୍ଗଙ୍କ ପରିବାର । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.