PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

୧ କୋଟି ୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ବର, ୪।୧୨  କଟକ ବାଙ୍କି ଅଂଶୁପା ହ୍ରଦ ନିକଟରେ ବ୍ରାଉନସୁଗାର ଡିଲ୍ ବେଳେ କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍ ଚଢାଉ କରି ୧ କୋଟି ୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଏଥିସହ ୨ ଜଣଙ୍କୁ ଏସଟିଏଫ ଟିମ୍ ଗିରଫ କରିଛି।  ଗିରଫ ଅଭିଯୁକ୍ତ ୨ ଜଣ ହେଲେ  ଅନୁଗୁଳ ଛେଣ୍ଡିପଦା ବ୍ଲକର କୋଶଳା ଗ୍ରାମର ଜୁମେଶ ସାହୁ ଓ କଟକ ଜିଲା ଆଠଗଡ଼ ଥାନା ଅଧୀନ ବଡଭୂମି ଗ୍ରାମର  ହେମନ୍ତ ପ୍ରଧାନ।

ସମ୍ବନ୍ଧିତ ଖବର