ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ବାଘଛାଲ ବେପାରୀଙ୍କୁ ୩ ବର୍ଷ ଜେଲଦଣ୍ଡ ସହ ୧୦ ହଜାର ଟଙ୍କାର ଜରିମାନା

ବରଗଡ଼, ୦୧/୦୬ : ବାଘଛାଲ ବେପାରୀଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ସହ ୧୦ ହଜାର ଟଙ୍କାର ଜରିମାନା। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବରଗଡ଼ ଜିଲ୍ଲା ଭଟଲୀ ଥାନା ଖଜୁରିଆ ଗ୍ରାମର ସତ୍ୟବାନ ସାହୁ। ସତ୍ୟବାନଙ୍କୁ ଏହି ଦଣ୍ଡାଦେଶ ଦେଇଛନ୍ତି ବରଗଡ଼ କୋର୍ଟ। 

ସୂଚନାନୁଯାୟୀ, ୨୦୨୦ ମସିହା ନଭେମ୍ଵର ୨୪ରେ ବାଘଛାଲ କାରବାର କରୁଥିବା ବେଳେ ସତ୍ୟବାନ ସାହୁଙ୍କୁ ଗିରଫ କରିଥିଲା ଭୁବନେଶ୍ଵର ଏସଟିଏଫ୍। ତାଙ୍କ ନିକଟରୁ ବାଘ ଛାଲ ସମେତ ଅନ୍ୟାନ୍ୟ ଜିନିଷ ଜବତ ହୋଇଥିଲା। ଏହି ବାଘଛାଲକୁ ରୀକ୍ଷା ପାଇଁ ଡେରାଡୁନ ପଠାଯାଇଥିଲା। ତେବେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ସତ୍ୟବାନ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ବରଗଡ଼ କୋର୍ଟ। ତାଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। 




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.