ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବାଘଛାଲ ବେପାରୀଙ୍କୁ ୩ ବର୍ଷ ଜେଲଦଣ୍ଡ ସହ ୧୦ ହଜାର ଟଙ୍କାର ଜରିମାନା

ବରଗଡ଼, ୦୧/୦୬ : ବାଘଛାଲ ବେପାରୀଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ସହ ୧୦ ହଜାର ଟଙ୍କାର ଜରିମାନା। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବରଗଡ଼ ଜିଲ୍ଲା ଭଟଲୀ ଥାନା ଖଜୁରିଆ ଗ୍ରାମର ସତ୍ୟବାନ ସାହୁ। ସତ୍ୟବାନଙ୍କୁ ଏହି ଦଣ୍ଡାଦେଶ ଦେଇଛନ୍ତି ବରଗଡ଼ କୋର୍ଟ। 

ସୂଚନାନୁଯାୟୀ, ୨୦୨୦ ମସିହା ନଭେମ୍ଵର ୨୪ରେ ବାଘଛାଲ କାରବାର କରୁଥିବା ବେଳେ ସତ୍ୟବାନ ସାହୁଙ୍କୁ ଗିରଫ କରିଥିଲା ଭୁବନେଶ୍ଵର ଏସଟିଏଫ୍। ତାଙ୍କ ନିକଟରୁ ବାଘ ଛାଲ ସମେତ ଅନ୍ୟାନ୍ୟ ଜିନିଷ ଜବତ ହୋଇଥିଲା। ଏହି ବାଘଛାଲକୁ ରୀକ୍ଷା ପାଇଁ ଡେରାଡୁନ ପଠାଯାଇଥିଲା। ତେବେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ସତ୍ୟବାନ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ବରଗଡ଼ କୋର୍ଟ। ତାଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। 




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.