ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୧୦୪ କେଜି ଗଞ୍ଜେଇ ସହ ୩ ବାଇକ ଜବତ

ଫିରିଙ୍ଗିଆ, ୮।୨ :  କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ପୋଲିସ ତିନୋଟି ବାଇକ ସହ ୧୦୪ କିଲୋ ଗଞ୍ଜେଇ ଜବତ କରିଛି। ତେବେ ପୋଲିସ ଚଢାଉ ଦେଖି ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। 

 ଗୋଛାପଡା ଥାନା ଅଧିକାରୀ ପ୍ରଭାତ କୁମାର ବେହେରାଙ୍କ ନେତୃତ୍ୱ ରେ ଏକ ଟିମ ଗୋଛାପଡା ଥାନା ଟକେରିଗୁଡା ନାଳ ନିକଟରେ ଚଢ଼ାଉ କରିଥିଲେ I ପୋଲିସ କୁ ଦେଖି ମାଫିଆ ମାନେ ଗାଡି ସହ ଗଞ୍ଜେଇକୁ ଛାଡି ଫେରାର ହୋଇଯାଇଥିଲେ I ତେବେ   ଗୁରବାର ଗୋଛାପଡା ଥାନାରେ ଏହି ଘଟଣାକୁ ନେଇ ଏକ ମାମଲା ରୁଜୁ କରି ଜବତ ବାଇକ ସହ ଗଞ୍ଜେଇ  କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଭାତ କୁମାର ବେହେରା ସୂଚନା ଦେଇଛନ୍ତି। ଫେରାର ଅଭିଯୁକ୍ତ ମାନଙ୍କ ପରିଚୟ ମିଳିସାରିଛି ସେମାନଙ୍କୁ ମଧ୍ୟ୍ୟ ଖୁବଶୀଘ୍ର ଧରାଯିବ ବୋଲି ସୂଚନା ଦେଇଛନ୍ତି I

ଆହୁରି ପଢନ୍ତୁ : ଗାଡି ପାର୍ଟସ ଆଣିବାକୁ ଯାଉଥିଲେ, ଦୁର୍ଘଟଣାରେ ଚାଲିଗଲା ଜୀବନ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.