ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

୧୦୮ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମାଲକାନଗିରି,୮/୪(ଆପ୍ର) : ଗୋବିନ୍ଦପାଲି ହାଟପଦା ସାହି ଛକ ରେ ଏକ ବୋଲେରୋ ଅବକାରୀ ପୋଲିସ ୧୦୮ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଜଣଙ୍କୁ ପୋଲିସ ଗିରଫ କରିଛି।

 ମାଲକାନଗିରି ଜିଲ୍ଲା ଅବକାରୀ  ଅଧିକ୍ଷକ   ବିମ୍ବାଧର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ମାଥିଲି ଅବକାରୀ ଥାନା ଅଧିକାରୀ ପ୍ରଭାକର ସେଠୀ  ଇ ଅନ୍ୟ ଅବିକାରୀ କର୍ମଚାରୀ ଙ୍କ ସହିତ ଗୋବିନ୍ଦପାଲି ହାଟପଦା ସାହି ଛକ ରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଏକ ବୋଲେରୋରୁ    ୧୦୮କିଲୋଗ୍ରାମର ଗଞ୍ଜେଇ ଅବକାରୀ ପୋଲିସ ଜବତ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ୮୦ ହଜାର ଟଙ୍କା ହେବ । ଏହି ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ମାଥିଲି ଥାନାସ୍ଥ ବଡଡୁରାଲ ଗ୍ରାମ  ର ଜୟରାମ ହନ୍ତାଳ ନାମକ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ  ଚାଲାଣ କରାଯାଇଛି ।

ଏହି  ପାଟ୍ରୋଲିଂ ସମୟରେ ଅବକାରୀ ବିଭାଗ ଏ ଏସ ଆଇ ସୁରେନ୍ଦ୍ର ମାଝୀ,କନଷ୍ଟେବଳ କାହ୍ନୁ ଚରଣ ମଲ୍ଲିକ, ପ୍ରଭାତ କୁମାର ସାହୁ,ନିତ୍ୟରଞ୍ଜନ ତାଣ୍ଡି ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.