ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

କୋରେକ୍ସ ରାକେଟର ପର୍ଦ୍ଦାଫାଶ: ୧୦୮୦୦ ବୋତଲ କୋରେକ୍ସ ଜବତ, ୨୬ଜଣ ଗିରଫ

ସମ୍ବଲପୁର ୨୫/୦୩: ସମ୍ବଲପୁର ପୋଲିସ ଦ୍ବାରା ବଡ ଧରଣର କୋରେକ୍ସ ରାକେଟର ପର୍ଦ୍ଦାଫାଶ। ସଦର ପୋଲିସ ଦ୍ବାରା ୧୦୮୦୦ ବୋତଲ କୋରେକ୍ସ ଜବତ। ୨୬ ଜଣ ଗିରଫ ହୋଇଛନ୍ତି। ଏହି ଘଟଣାରେ ଗୋଟିଏ ଟ୍ରକ, ଗୋଟିଏ ବେଲେରୋ, ୨ଟି ଟେମ୍ପୁ, ଗୋଟିଏ ସ୍କୁଟି, ଗୋଟିଏ ବୁଲେଟ, ନଗଦ ୨୦ ହଜାର ଟଙ୍କା, ୧୨ ଗୋଟି ମୋବାଇଲ ଜବତ ହୋଇଛି। ଜବତ ହୋଇଥିବା କୋରେକ୍ସର ଆନୁମାନିକ ମୂଲ୍ୟ ୨୧ଲକ୍ଷରୁ ଟଙ୍କା ହେବ ବୋଲି ଜଣାପଡିଛି। ନୀଳ ଡୁଙ୍ଗୁରୀ ପଡିଆରୁ ଏହା ଜବତ ହୋଇଥିବାବେଳେ କଲିକତାରୁ ଆସୁଥିବା ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ଲିଙ୍କ୍ ଥିବା ଅନ୍ୟ ଅଭିଯୁକ୍ତ ଧରିବା ତଦନ୍ତ ଆରମ୍ଭ କରିଛି ପୋଲିସ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.