ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କଟକ ଲୋକସଭା ଆସନ ପାଇଁ ୧୧ ପ୍ରାର୍ଥୀ

କଟକ, ୭।୫ କଟକ ଲୋକସଭା ଆସନ ସହ ଛଅଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। କଟକ ଲୋକ ସଭା ଆସନ ପାଇଁ ପ୍ରାର୍ଥୀପତ୍ର ୧୧ ଜଣ ଦାଖଲ କରିଥିବା ବେଳେ ସମସ୍ତ ଙ୍କର କାଏମ ରହିଛି। ଚୌଦ୍ବାର କଟକ ନିର୍ବାଚନ ମଣ୍ଡଳୀରେ ଦୁଇ ଜଣ ପ୍ରାର୍ଥୀ ଙ୍କ ପ୍ରାର୍ଥୀ ପତ୍ର ନାକଚ ହୋଇ ୧୩ ଜଣଙ୍କର କାଏମ ରହିଛି। ସଦର କଟକ ନିର୍ବାଚନ ମଣ୍ଡଳୀର ଚାରି ଜଣ ପ୍ରାର୍ଥୀପତ୍ର କାଏମ ରହିଛି।

 ବାରବାଟୀ-କଟକ ରେ ଦୁଇ ଜଣ   ପ୍ରାର୍ଥୀଙ୍କର ପ୍ରାର୍ଥୀପତ୍ର ନାକଚ ହୋଇ ୧୩   ଜଣଙ୍କର କାଏମ ରହିଛି। ସେହି ଭଳି ବାଙ୍କୀ ରେ ଆଠ ଜଣ,ଆଠଗଡ ରେ ୧୪ ଜଣ ଓ ବଡମ୍ବା ରେ ୧୧ ଜଣ ପ୍ରାର୍ଥୀ ଙ୍କ ପ୍ରାର୍ଥୀପତ୍ର କାଏମ ରହିଛି।ଆଠଗଡ  ସର୍ବାଧିକ ୧୪ ଜଣ ପ୍ରାର୍ଥୀ ନିର୍ବାଚନ କୁ ଓହ୍ଲାଇଥିବା ବେଳେ ସଦର କଟକ ରେ ସର୍ବନିମ୍ନ ଚାରି ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନ ରେ ରହିବେ ବୋଲି ପ୍ରାର୍ଥୀପତ୍ର ଯାଞ୍ଚ ପରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.