PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌, ଗର୍ଭଗୃହ ଓ ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବ ଟିମ୍‌
  • ||
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଲା, ସୋନପୁର ସବୁଠାରୁ ଉତ୍ତପ୍ତ ସହର

source;ollywoodlife.com

ଭୁବନେଶ୍ୱର ୨୭/୫: କମିବାର ନାଁ ନେଉନି ତାତି । ତେବେ ଆଉ ୨ ଦିନ ଗ୍ରୀଷ୍ମର ପ୍ରକୋପ ରହିବ । ଆଜି ରାଜ୍ଯର ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି । ସୋମବାର ସୋନପୁର ସର୍ବାଧିକ ଉତ୍ତପ୍ତ ସହରରେ ପରିଣତ ହୋଇଛି । ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ ସହର ପାଲିଟଥିଲା । ଆଜି ୪୪.୮ ଡିଗ୍ରୀ ସହ ସୋନପୁର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ।  ଆଜି ସମ୍ବଲପୁରରେ ୪୪.୭ ଡିଗ୍ରୀ, ଟିଟିଲାଗଡ ୪୪.୬, ତାଳଚେର ୪୪.୩, ଝାରସୁଗୁଡା ୪୪, ବଲାଙ୍ଗିର ୪୩.୭, ହୀରାକୁଦ ୪୩.୬, ମାଲକାନଗିରି ୪୩.୨, ଭବାନୀପାଟଣା ୪୩, ଅନୁଗୁଳ ୪୨.୭ ଏବଂ ସୁନ୍ଦରଗଡରେ ୪୦ଡିଗ୍ରୀ ତାପମାତ୍ରା ରହିଥିଲା । ଭୁବନେଶ୍ୱରରେ ୩୮.୨  ଡିଗ୍ରୀ ଏବଂ କଟକରେ ୩୭.୮ ଡିଗ୍ରୀ ତାପମାତ୍ରା ରହିଥିଲା ।

ସମ୍ବନ୍ଧିତ ଖବର