PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

୧୧ ସ୍କୁଲ ଛାତ୍ରଛାତ୍ରୀ ଅସୁସ୍ଥ, ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି, କାରଣ ଅସ୍ପଷ୍ଟ

ରାଉରକେଲା, ୩୧।୩: ସେକ୍ଟର-୨୨ସାରନଗରୀ ଅଞ୍ଚଳରେ ଥିବା ଇସ୍ପାତ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୧ ଜଣ ଅସୁସ୍ଥ । ଏମାନେ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଶ୍ରେଣୀରେ ପାଠ ପଢ଼ୁଥିବା ବୋଲି ଜଣାପଡ଼ିଛି । ଶୁକ୍ରବାର ସ୍କୁଲ ଚାଲୁଥିବା ସମୟରେ ୧୧ ଜଣ ଛାତ୍ରଛାତ୍ରୀ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ । ସମସ୍ତଙ୍କୁ କାଶ ହେବା ସହ ନିଶ୍ୱାସ ନେବାରେ କଷ୍ଟ ହୋଇଥିଲା । ଏମାନଙ୍କ ମଧ୍ୟରୁ କିଛି ଛାତ୍ରଛାତ୍ରୀଙ୍କର ବାନ୍ତି ବି ହୋଇଥିଲା । ସ୍କୁଲ ପକ୍ଷରୁ ତୁରନ୍ତ ଅସୁସ୍ଥ ଛାତ୍ରଛାତ୍ରୀମାନଙ୍କୁ ଚିକିତ୍ସା ପାଇଁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲକୁ ଆମ୍ବୁଲାନ୍ସ ଯୋଗେ ନିଆଯାଇଥିଲା । ସେଠାରେ ସମସ୍ତଙ୍କୁ ଚିକିତ୍ସା କରାଯିବା ପରେ ଛାତ୍ରଛାତ୍ରୀ ସାମାନ୍ୟ ଆଶ୍ୱସ୍ତି ଲାଭ କରିଥିଲେ । ଏମାନଙ୍କ ମଧ୍ୟରୁ ଜଣେ ଛାତ୍ରୀଙ୍କ ଚିକିତ୍ସା ଆଇସିୟୁରେ ଚାଲିଛି ।