ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

୧୨ ଘଣ୍ଟିଆ କନ୍ଧମାଳ ବନ୍ଦ, ଫୁଲବାଣୀକୁ ରେଳ ପଥ ସଂଯୋଗ ଦାବି

ଜି. ଉଦୟଗିରି, ୧୦/୧୧ : ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ। ଫୁଲବାଣୀକୁ ରେଳ ପଥ ସଂଯୋଗ ପାଇଁ କନ୍ଧମାଳ ବିକାଶ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ଯାନବାହନ ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିବ।

ଫୁଲବାଣୀ, ଜି. ଉଦୟଗିରି, ରାଇକିଆ, ଟିକାବାଲି, ବାଲିଗୁଡାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ପୂର୍ବରୁ କନ୍ଧମାଳ ବିକାଶ ପରିଷଦ ଫୁଲବାଣୀକୁ ରେଳପଥ ସଂଯୋଗ ନେଇ ଦାବି ଜଣାଇଥିଲ। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। କିନ୍ତୁ ଏହାର କୌଣସି ସୁଫଳ ମିଳିନଥିଲା। ଏଣୁ ଆଜି ଏହି ପଦକ୍ଷେପ ନେଇଛି ବିକାଶ ପରିଷଦ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.