ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ବୁଧବାର ମୁନିଗୁଡ଼ାରେ ୧୨ ଘଣ୍ଟିଆ ବନ୍ଦ ପାଳନ; ଏନ୍ଏସି ଘୋଷଣାରୁ ବାଦ୍ ଦେବାରୁ ପ୍ରତିବାଦ

Published By : Harapriya Sethi | August 20, 2025 7:40 AM

ମୁନିଗୁଡ଼ା, ୨୦/୦୮: ଏନ୍ଏସି  ପାଇଁ ସମସ୍ତ ଯୋଗ୍ୟତା ଥାଇ ମଧ୍ୟ ରାଜ୍ୟ ସରକାର ମୁନିଗୁଡ଼ାକୁ ଏନ୍ଏସି ଘୋଷଣାରୁ ବାଦ୍ ଦେବା ଘଟଣା । ଯହାର ପ୍ରତିବାଦରେ ବୁଧବାର ମୁନିଗୁଡାଠାରେ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ରାୟଗଡ଼ା ଜିଲ୍ଲାର ଏକ ପ୍ରମୁଖ ବ୍ୟବସାୟ ପେଣ୍ଠ ସ୍ଥଳ ଭାବେ ବେଶ୍ ପରିଚିତ ଥିବା ମୁନିଗୁଡା ସହର ଏନ୍ଏସି ମାନ୍ୟତା ପାଇଁ ଦିର୍ଘ ବର୍ଷ ଧରି ଦାବି କରି ଆସୁଥିଲା । ପୁର୍ବରୁ ଯେଉଁ ତାଲିକା ପ୍ରକାଶ ପାଇଥିଲା ସେଥିରେ ମୁନିଗୁଡା ସ୍ଥାନ ପାଇଥିଲା କିନ୍ତୁ ଅଗଷ୍ଟ ୧୫ ତାରିଖରେ ଯେଉଁ ୧୨ଗୋଟି ନୂତନ ଏନ୍ଏସିର ନାମ ଘୋଷଣା ହୋଇଛି, ସେଥିରେ ମୁନିଗୁଡାର ନାମ ନଥିବାରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। 

ଏହି ବନ୍ଦ ଡାକରାରେ ମୁନିଗୁଡା ଅଞ୍ଚଳର ବିଭିନ୍ନ ରାଜନୈତିକ ଦଳ ସମେତ ବିଭିନ୍ନ ସଂଗଠନ ଯୋଗ ଦେଇଛନ୍ତି । ଯାହାଫଳରେ ସହର ମଧ୍ୟଦେଇ ଯାନବାହାନ ଚଳାଚଳ ବନ୍ଦ ରହିଥିବା ବେଳେ ସମସ୍ତ ଦୋକାନ ବଜାର, ସ୍କୁଲ ଏବଂ କଲେଜ ମଧ୍ୟ ବନ୍ଦ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.