ପ୍ରମୁଖ ଖବର
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

୬ ଦଫା ଦାବିରେ ୧୨ଘଣ୍ଟିଆ ନବରଙ୍ଗପୁର ବନ୍ଦ, ଯାତାୟତ ଠପ୍‌

ନବରଙ୍ଗପୁର ୩୦/୦୧ : ମଙ୍ଗଳବାର ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ । ୬ ଦଫା ଦାବି ନେଇ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଏହା ଫଳରେ ଯାତାୟତ ପ୍ରଭାବିତ। ଯୁବ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଛକରେ ପିକେଟିଂ କରାଯାଉଛି। 

ସୂଚନା ମୁତାବିକ, ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ୬ ଦଫା ଦାବି ନେଇ ମଙ୍ଗଳବାର ଦିନ ନବରଙ୍ଗପୁର ବନ୍ଦ ଡାକରା ଦିଆଯାଇଛି । ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ଯାହାର ପ୍ରଭାବରେ ସହରର ବିଭିନ୍ନ ଛକରେ ରାସ୍ତା ଅବରୋଧ ହୋଇଛି । ଏହାସହ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି ।  ଅନ୍ୟପଟେ  ବନ୍ଦ ପ୍ରଭାବରେ ଯାତାୟତ ପ୍ରଭାବିତ ହୋଇଛି । ରାସ୍ତାରେ ଅନେକ ଗାଡି ଉଭୟ ପଟେ ଅଟକି ରହିଛି । ଯେଉଁଥିଲାଗି ସାଧାରଣ ଜୀବନ ଯାପନ ପ୍ରଭାବିତ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.