ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ସମଲେଶ୍ୱରୀ ମନ୍ଦିର ଦର୍ଶନ କରିବା ପାଇଁ ଆସୁଥିଲେ ଗଛରେ ପିଟି ହେଲା ସ୍କର୍ପିଓ, ୧୨ ଆହତ

Published By : Suraj Kumar | January 1, 2025 5:00 PM

ସମ୍ବଲପୁର,୧।୧ ; ଧମା ଥାନା ଅନ୍ତର୍ଗତ ବତେମୁରା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l  ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କର୍ପିଓ l ଦୁର୍ଘଟଣା ରେ ୧୨ ଜଣ ଆହତ ହୋଇଛନ୍ତି l ଆହତଙ୍କ ମଧ୍ୟରେ ୪ଜଣ ଛୋଟ ପିଲା ରହିଛନ୍ତି l ଆହତଙ୍କ ମଧ୍ୟରୁ ଦୁଇ ଜଣ ପୁରୁଷ ଓ ଦୁଇ ଜଣ ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଭୀମସାର ସ୍ଥାନାନ୍ତର କରାଯାଇଛି l

ସୁବର୍ଣ୍ଣପୁର ସାଗରପାଲି ରୁ ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ଦର୍ଶନ କରିବା ପାଇଁ ୪ ଜଣ ସାଙ୍ଗ ତାଙ୍କ ପରିବାର ସହ ଏକ ସ୍କର୍ପିଓ ରେ ସମ୍ବଲପୁର ଆସୁଥିଲେ।ତେବେ ଗାଡି ଚାଳକଙ୍କ ଆଖି ଲାଗି ଯାଇଥିଲା l ଯାହାଫଳରେ ବତେମୁରା ରେ ଗାଡିଟି  ମାଟି ଉପରକୁ ଚଢି ଯାଇ ରାସ୍ତା କଡରେ ଥିବା ଏକ ଗଛ କୁ ଧକ୍କା ଦେଇଥିଲା l ଗାଡ଼ିରେ ୪ ଜଣ ପୁରୁଷ, ୪ ଜଣ ମହିଳା ଓ ୪ ଜଣ ଛୋଟ ଛୁଆ ରହିଥିଲେ l ଆହତ ମାନଙ୍କୁ ତୁରନ୍ତ ସମ୍ବଲପୁର ଜ଼ିଲ୍ଲା ମୂଖ୍ୟ ଚିକିତ୍ସାଳୟ କୁ ଅଣାଯାଇଥିଲା। ତେବେ ଆହତଙ୍କ ମଧ୍ୟରୁ ଦୁଇ ଜଣ ପୁରୁଷ ଓ ଦୁଇ ଜଣ ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଭୀମସାର ସ୍ଥାନାନ୍ତର କରାଯାଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.