ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଗୁଳିମାଡ଼ କରି ବ୍ୟାଙ୍କ୍ ସମ୍ମୁଖରୁ ଲୁଟ୍, ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ନେଇଗଲେ ୧୨ ଲକ୍ଷ

Published By : Prameya | July 9, 2024 3:01 PM

କୁପାରୀ, ୦୯/୦୭ : ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ଦିନ ଦ୍ଵିପ୍ରହରେ ଲୁଟ୍। ବ୍ୟାଙ୍କ୍‌ରେ ଟଙ୍କା ଡିପୋଜିଟ୍ କରିବାକୁ ଯିବା ବେଳେ ଗୁଳିମାଡ଼ କରି ୧୨ ଲକ୍ଷ ଲୁଟ୍ ଅଭିଯୋଗ। ବାଲେଶ୍ଵର ଜିଲ୍ଲା ଖଇରା ଥାନା ବର୍ତ୍ତନା ବଜାର ଇଣ୍ଡିଆନ୍ ବ୍ୟାଙ୍କ୍ ସମ୍ମୁଖରେ ଘଟିଛି ଏଭଳି ଘଟଣା।

ସୂଚନାନୁଯାୟୀ, କୃପେଶ୍ୱର ପେଟ୍ରୋଲ ପମ୍ପ କର୍ମଚାରୀ ଅଜୟ ମହାପାତ୍ର ଓ ବିଷ୍ଣୁପଦ ମହାପାତ୍ର ମଙ୍ଗଳବାର ଦିନ ସାଢେ ୧ଟାରେ ବର୍ତ୍ତନା ଇଣ୍ଡିଆନ ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍ କରିବାକୁ ଆସିଥିଲେ। ଏହି ସମୟରେ ୩ଟି ବାଇକ୍‌ରେ ୬ ଜଣ ଦୁର୍ବୃତ୍ତ ଆସି ଗୁଳିମାଡ଼ କରି ୧୨ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପେଟ୍ରୋଲ ପମ୍ପର ଜଣେ କର୍ମଚାରୀଙ୍କ ଗୋଡରେ ଗୁଳି ବାଜିଛି। ଖଇରା ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.