ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରୁ ୧୨ ନାବାଳକ ଉଦ୍ଧାର, ବେଙ୍ଗାଲୁରୁକୁ ଚାଲାଣ କରାଯାଉଥିବା ସୂଚନା

Published By : Prameya | May 13, 2025 1:00 PM

ଖୋର୍ଦ୍ଧ ୧୩/୦୫: ୧୨ ନାବାଳକ ପିଲା ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରୁ ଉଦ୍ଧାର । ବେଙ୍ଗାଲୁରୁକୁ ପିଲା ଚାଲାଣ ବେଳେ ଉଦ୍ଧାର କଲା ଶିଶୁ ସୁରକ୍ଷା ଏବଂ ରେଲୱେ ପୋଲିସ ମିଳିତ ଟିମ୍ । ଏନେଇ ଋଚିକା ସମାଜ ମଙ୍ଗଳ ସଂଗଠନର କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। 

ସୂଚନା ମୁତାବିକ, ମଙ୍ଗଳବାର  ଓଡ଼ିଶାର ବିଭିନ୍ନ ଜିଲ୍ଲା ୧୨ ଜଣ ପିଲାଙ୍କୁ ବେଙ୍ଗାଲୁରୁକୁ କାମ କରିବା ପାଇଁ ଚାଲାଣ କରାଯାଉଥିଲା। ଏନେଇ ସୂଚନା ମିଳିବା ପରେ ଋଚିକା ସାମଜ ମଙ୍ଗଳର ଆକ୍ସେସ ଟୁ ଜଷ୍ଟିସ ପ୍ରକଳ୍ପ କର୍ମକର୍ତ୍ତା ଏକ ଟିମ୍ ଚାଇଲ୍ଡ ହେଲ୍ପ ଲାଇନ ଓ ରେଲୱେ ପୋଲିସ ମିଳିତ ଭାବେ  ସକାଳ ୯ଟା ବେଳେ ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରେ ଚଢ଼ାଉ କରିଥିଲେ। ସେଠାର ସମସ୍ତ ୧୨ ଜଣ ପିଲାଙ୍କୁ ଉଦ୍ଧାର କରାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.