ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ବ୍ରାଜିଲରେ ବଡ଼ ଧରଣର ବିମାନ ଦୁର୍ଘଟଣା, ୨ କ୍ରିଉ ମେମ୍ବରଙ୍କ ସହ ୧୨ ଯାତ୍ରୀଙ୍କ ମୃତ୍ୟୁ

ବ୍ରାସିଲିଆ, ୧୭/୦୯: ବ୍ରାଜିଲରେ ଶନିବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ଯେଉଁଥିରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ବିମାନରେ ୨ କ୍ରିଉ ମେମ୍ବରଙ୍କ ସହ ୧୨ ଜଣ ଟୁରିଷ୍ଟ ଥିଲେ । ବ୍ରାସେଲସ୍ ସହରର ଉତ୍ତରରେ ଥିବା ଆମାଜନ ରାଜ୍ୟରେ ଏହି ଅଘଟଣ ଘଟିଛି । 

ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ; ୮୦ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଃଶ୍ବାସ

ଆମାଜନ ଗଭର୍ଣ୍ଣର ୱିଲସନ୍ ଲିମାଙ୍କ ସୂଚନା ଅନୁସାରେ, ବିମାନ କ୍ରାଶରେ ୧୨ ଯାତ୍ରୀଙ୍କ ସହ ୨ କ୍ରିଉ ମେମ୍ବରଙ୍କ ମୃତ୍ୟୁ ହୋଇଛି । ବିମାନଟି ଆମାଜନ ରାଜଧାନୀ ମାନାଉସରୁ ବ୍ରାସେଲସ୍ ଯାଉଥିଲା । ୯୦ ମିନିଟର ଯାତ୍ରା ବେଳେ ରିଓ ନେଗ୍ରୋରେ ଖସି ପଡ଼ିଥିଲା । ମିଳିଥିବା ସୂଚନା ଅନୁସାରେ, ୧୨ ଟୁରିଷ୍ଟ ସ୍ପୋର୍ଟ ଫିସିଂ ପାଇଁ ଯାଉଥିଲେ ।

ବର୍ଷାରେ ଭରଣା ହେଲା ନିଅଣ୍ଟିଆ, ୧୫ ଜିଲ୍ଲାରେ ଅତ୍ୟଧିକ ବର୍ଷା: ୧୮ରୁ ତିନି ଦିନ ଭାରୀ ବର୍ଷା ସମ୍ଭାବନା

ବ୍ରାଜିଲ୍ ସିଭିଲ୍ ଡିଫେନ୍ସର ସୂଚନା ଅନୁସାରେ, ବିମାନେର ୧୨ ଯାତ୍ରୀଙ୍କ ସହ ପାଇଲଟ୍ ଓ କୋ-ପାଇଲଟ୍ ରହିଥିଲେ । ସମସ୍ତଙ୍କ ମୃତ୍ୟୁ ହୋଇଛି । ବିମାନ ଅବତରଣ ସମୟରେ ପ୍ରବଳ ବର୍ଷା ହେଉଥିଲା । ଖରାପ ପାଗରେ ଅବତରଣ ଯୋଗୁଁ କ୍ରାସ୍ ହୋଇଯାଇଥିବା କୁହାଯାଉଛି ।

Plane Crash
Brazil

Copyright © 2022 - Summa Real Media Private Limited. All Rights Reserved.