ପ୍ରମୂଖ ଖବର
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ରାଜ୍ୟରେ ୧୪ ଜିଲ୍ଲାକୁ ରହିଛି ଭୂମିକମ୍ପ ଭୟ, ଗଜପତି ଜିଲ୍ଲା ଭୂସ୍ଖଳନ ପ୍ରବଣ ଅଞ୍ଚଳ

ଭୁବନେଶ୍ଵର, ୨୨/୦୮ : ରାଜ୍ୟରେ ୧୪ ଜିଲ୍ଲାକୁ ରହିଛି ଭୂମିକମ୍ପ ଭୟ। ଭୂସ୍ଖଳନ ପ୍ରବଣ ଅଞ୍ଚଳ ହେଉଛି ଗଜପତି ଜିଲ୍ଲା। ବିଧାନସଭାରେ କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନର ଉତ୍ତର ରଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯେ, ରାଜ୍ୟରେ ଏକମାତ୍ର ଜିଲ୍ଲା ଭାବେ ଗଜପତି ଭୂସ୍ଖଳନ ପ୍ରବଣ ଅଞ୍ଚଳ ଭାବେ ଚିହ୍ନଟ ହୋଇଛି। ଜିଲ୍ଲାରେ ୧୨୯ଟି ଭୂସ୍ଖଳନ ପ୍ରବଣ ସ୍ଥାନ ରହିଛି। ସେହିପରି ଜୋନ-୩ ଭୂମିକମ୍ପ ଭୟ ଥିବା ଜିଲ୍ଲା ଗୁଡ଼ିକ ହେଉଛି ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, ବରଗଡ଼, ବାଲେଶ୍ଵର ଏବଂ ମୟୁରଭଞ୍ଜ। 

ସୁରେଶ ପୂଜାରୀ କହିଛନ୍ତି ଯେ, ଭୂସ୍ଖଳନ ହ୍ରାସ ପାଇଁ ବିଭିନ୍ନ ବିଭାଗ, ପାଣିପାଗ ନିର୍ଦ୍ଦେଶାଳୟ, ଅମୃତା ବିଶ୍ଵ ବିଦ୍ୟାପୀଠ, କେରଳ ମଧ୍ୟରେ ଲଗାତର ସମନ୍ଵୟ ବୈଠକ ବସୁଛି। ଅଧିକ ସର୍ଭେ ପାଇଁ ଓସଡ଼ମା ଏବଂ ଅମୃତା ବିଶ୍ୱବିଦ୍ୟାଳୟ ମଧ୍ୟରେ ଚୁକ୍ତିନାମା ସ୍ୱକ୍ଷର ହୋଇଛି। 




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.