ପ୍ରମୂଖ ଖବର
  • ଗୁଳି ମାଡ଼ରେ ଏନସିପି ନେତା ବାବା ସିଦ୍ଦିକି ମୃତ
  • ||
  • ସମ୍ମାନ ବଞ୍ଚାଇ ପାରିଲା ନାହିଁ ବାଂଲାଦେଶ, ୧୩୩ ରନ୍‌ରେ ହରାଇଲା ଭାରତ
  • ||
  • ସୁଭଦ୍ରାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ମିଳିବ ଟଙ୍କା
  • ||
  • ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାସ୍ନାନ କରିଲେ ମହାପ୍ରଭୁ
  • ||
  • ଦରମଗାଡ ନଦୀରେ ଭାସି ନିଖୋଜ ହୋଇଥିଲେ ମହିଳା, ଉଦ୍ଧାର ହେଲା ମୃତଦେହ
  • ||
  • ପିଆଜ ଦର ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଖୁବ୍‌ ଶୀଘ୍ର କମିବ ଦର
  • ||
  • ଭୁବନେଶ୍ୱର : ପାର୍ବଣରେ ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ ପୋଲିସର ‘ଅପରେସନ ତ୍ରିଭୁଜ’
  • ||
  • ବଣାଇ : ପରିବା ବ୍ୟବସାୟୀଙ୍କ ଉପରେ ଚଢିଗଲା କାର୍‌, ବ୍ୟକ୍ତି ମୃତ
  • ||
  • କଟକରେ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କ ପାଇଁ କଲେ ସୁଖ ଏବଂ ସମୃଦ୍ଧି କାମନା
  • ||
  • ସମ୍ୱଲପୁର : ମହାନଦୀରେ ଦୁଇ ନାବାଳକ ଭାସିଯିବା ଘଟଣା: ୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ଯାଜପୁର : ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି, ମା'ଙ୍କ ରୁପା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମଣ୍ଡପରେ ମା’ଙ୍କ ମହାନବମୀ, ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
  • ||

ବଜ୍ରାଘାତରେ ୧୪ ଛେଳି ମୃତ

ବୌଦ୍ଧ, ୧୪/୦୯ : ବଜ୍ରାଘାତରେ ୧୪ ଛେଳି ମୃତ। କଣ୍ଟାମାଳ ବ୍ଲକ ଲମ୍ୱସରି ପଞ୍ଚାୟତ ଖଇରମାଳ ଗ୍ରାମରେ ଏଭଳି ଘଟଣା ଘଟିଛି। ଗ୍ରାମର ରମେଶ ମହାପାତ୍ର, ଚକା କହଁର ଓ ସୁଶିଲ ମଲ୍ଲିକଙ୍କ ଛେଳି ମରିଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅଞ୍ଚଳରେ ମଧ୍ୟାହ୍ନରେ ବହୁ ଜୋର୍‌ରେ ଘଡଘଡି ବିଜୁଳି ମାରିବା ସହିତ ବର୍ଷା ହୋଇଥିଲା। ଏହି ସମୟରେ ଲମ୍ୱସରି ପଞ୍ଚାୟତ ଖଇରମାଳ ଗ୍ରାମର ରମେଶ ମହାପାତ୍ର, ଚକା କହଁର ଓ ସୁଶିଲ ମଲ୍ଲିକଙ୍କ ଛେଳି ଗ୍ରାମ ପଡିଆରେ ଚରୁଥିଲେ। ଅଚାନକ ଘଡଘଡି ବିଜୁଳି ମାରିଥିବାରୁ ୧୪ଟି ଛେଳିଙ୍କ ମୃତ୍ୟୁ ହୋଇଛି। ତେବେ ପ୍ରଶାସନ ପକ୍ଷରୁ ମୃତ ଛେଳିର ମାଲିକଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି ହୋଇଛି।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.