ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଚୀନ୍‌ରେ ବଡ ଧରଣର ବସ୍ ଦୁର୍ଘଟଣା, ୧୪ ମୃତ, ୩୭ ଆହତ…

ନୂଆଦିଲ୍ଲୀ: ମଙ୍ଗଳବାର ଉତ୍ତର ଚୀନର ଶାଙ୍ଖି ପ୍ରଦେଶରେ ଏକ ଯାତ୍ରୀବାହୀ ବସ୍ ଟନେଲ୍ କାନ୍ଥକୁ ଧକ୍କା ଦେବା କାରଣରୁ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥି ସହ ଏହି ଦୁର୍ଘଟଣାରେ ୩୭ ଜଣ ଆହତ ହୋଇଛନ୍ତି । ବୁଧବାର ଚୀନ୍‌ର ସରକାରୀ ଗଣମାଧ୍ୟମ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି । 

ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଅନୁଯାୟୀ ଏହି ଦୁର୍ଘଟଣା ହୁବେଇ ଏକ୍ସପ୍ରେସୱେରେ ଅପରାହ୍ନ ୨.୩୭ ରେ ଘଟିଛି । ଏହି ଘଟଣା ସମ୍ପର୍କରେ ରାଜ୍ୟ ପ୍ରସାରଣକାରୀ ସିସିଟିଭି ନ୍ୟୁଜ୍ କହିଛି ଯେ ଅନେକ ଲୋକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ପଠାଯାଇଛି । ତେବେ ବସ୍‌ରେ ସମୁଦାୟ ୫୧ ଜଣ ଯାତ୍ରୀ ଥିବା ଜଣାପଡିଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.