ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଚୀନ୍‌ରେ ବଡ ଧରଣର ବସ୍ ଦୁର୍ଘଟଣା, ୧୪ ମୃତ, ୩୭ ଆହତ…

ନୂଆଦିଲ୍ଲୀ: ମଙ୍ଗଳବାର ଉତ୍ତର ଚୀନର ଶାଙ୍ଖି ପ୍ରଦେଶରେ ଏକ ଯାତ୍ରୀବାହୀ ବସ୍ ଟନେଲ୍ କାନ୍ଥକୁ ଧକ୍କା ଦେବା କାରଣରୁ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥି ସହ ଏହି ଦୁର୍ଘଟଣାରେ ୩୭ ଜଣ ଆହତ ହୋଇଛନ୍ତି । ବୁଧବାର ଚୀନ୍‌ର ସରକାରୀ ଗଣମାଧ୍ୟମ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି । 

ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଅନୁଯାୟୀ ଏହି ଦୁର୍ଘଟଣା ହୁବେଇ ଏକ୍ସପ୍ରେସୱେରେ ଅପରାହ୍ନ ୨.୩୭ ରେ ଘଟିଛି । ଏହି ଘଟଣା ସମ୍ପର୍କରେ ରାଜ୍ୟ ପ୍ରସାରଣକାରୀ ସିସିଟିଭି ନ୍ୟୁଜ୍ କହିଛି ଯେ ଅନେକ ଲୋକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ପଠାଯାଇଛି । ତେବେ ବସ୍‌ରେ ସମୁଦାୟ ୫୧ ଜଣ ଯାତ୍ରୀ ଥିବା ଜଣାପଡିଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.