ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ପୋଲରୁ ୨୫ଫୁଟ୍ ତଳକୁ ଖସିଲା ବାଲି ବୋଝେଇ ଟିପ୍ପର, ଚାପି ହୋଇ ରହିଛି ୧୪ବର୍ଷର ବାଳକ

ଢେଙ୍କାନାଳ, ୩୦।୪: ପୋଲରୁ ୨୫ ଫୁଟ୍ ତଳକୁ ଏକ ବାଲି ବୋଝେଇ ଟିପ୍ପର ଓଲଟି ପଡ଼ିଥିବା ସୂଚନା । ଟିପ୍ପର ତଳେ ଚାପି ଜଣେ ୧୪ ବର୍ଷର ବାଳକ ଚାପି ହୋଇ ରହିଥିବା ସୂଚନା ମିଳିଛି । ଗଁନ୍ଦିଆ ସନ୍ଥପୁର ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସନ୍ଥପୁର-ବିଜୁରିଆ ରାସ୍ତାର ଡ଼ଉଁରୀ ନାଳ ପୋଲ ତଳକୁ ଟିପ୍ପରଟି ଖସି ପଡ଼ିଛି । ଚାପି ହୋଇରହିଥିବା ବାଳକ ସଣ୍ଠପୁରର ଶୁଭ ବେହେରା ବୋଲି ସୂଚନା । ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିବା ବେଳେ ଗଁନ୍ଦିଆ ଅଗ୍ନିଶ୍ରମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରହିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.