ଖୋର୍ଦ୍ଧା, ୧୦।୨ : ୫୭ ନମ୍ବର ଜାତୀୟ ରାଜପଥର ବୋଲଗଡ ଗୋପବନ୍ଧୁ ଛକଠାରେ ନାରାୟଣୀ ନାମକ ଏକ ବସ ଦୁର୍ଘଟଣାଗ୍ରସ୍ତ । ଗଛରେ ପିଟି ହେଲା ବସ। ଏଥିରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ଆହତଙ୍କୁ ବୋଲଗଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଜମି ବଦଳରେ ଚାକିରି ମାମଲାରେ ବଢିଲା ଲାଲୁ ଯାଦବଙ୍କ ଅଡ...