ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପାଗଳ କୁକୁର କାମୁଡ଼ାରେ ୧୬ ଆହତ

Published By : Rasmita Pradhan | December 2, 2024 1:08 PM

ବୋରିଗୁମ୍ମା, ୦୨/୧୨ : କୋରାପୁଟ ଜିଲ୍ଲା ବୋରିଗୁମ୍ମାରେ ପାଗଳ କୁକୁର ଆତଙ୍କ। କୁକୁର କାମୁଡ଼ାରେ ୧୬ ଜଣ ଆହତ ହୋଇଛନ୍ତି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।  

ସୂଚନାନୁଯାୟୀ, ବୋରିଗୁମ୍ମା ଅଞ୍ଚଳରେ ଗତ ଦୁଇ ଦିନ ଧରି ଏକ ପାଗଳ କୁକୁର ଆତଙ୍କ ଖେଳାଇଛି। ଲୋକଙ୍କୁ କାମୁଡି ଖଣ୍ଡିଆ ଖାବରା କରିଦେଉଛି। ଆଖି ପିଛୁଳାକେ ଲୋକଙ୍କୁ କାମୁଡି ଅନ୍ୟଆଡେ ଚାଲିଯାଉଛି। ଦୁଇ ଦିନ ମଧ୍ୟରେ ପାଖାପାଖି ୧୬ ଜଣଙ୍କୁ କାମୁଡ଼ିଥିବା ସୂଚନା ମିଳିଛି। ଫଳରେ ବୋରିଗୁମ୍ମା ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ତେବେ ଏନେଇ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.