ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପାକିସ୍ତାନରେ ଭୟଙ୍କର ସଡ଼କ ଦୁର୍ଘଟଣା, ଖାଈକୁ ଖସିଲା ଦ୍ରୁତଗାମୀ ଭ୍ୟାନ୍, ୧୬ ମୃତ, ୩୦ ଆହତ…

Published By : Prameya | April 22, 2025 6:30 PM

ନୂଆଦିଲ୍ଲୀ: ଦକ୍ଷିଣ ପାକିସ୍ତାନରେ ଏକ ବଡ଼ ସଡକ ଦୁର୍ଘଟଣା ଘଟିଛି । ଏଠାରେ ଏକ ଦ୍ରୁତଗାମୀ ଭ୍ୟାନ ଖାଈକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ମହିଳା ଏବଂ ଶିଶୁଙ୍କ ସମେତ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୩୦ ଜଣ ଆହତ ହୋଇଥିବା ଜଣାପଡ଼ିଛି ।ଗତକାଲି (ସୋମବାର) ସିନ୍ଧ ପ୍ରଦେଶର ଜାମଶୋରୋ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁଯାୟୀ,ଦୁର୍ଘଟଣାଟି ଏକ ପାହାଡିଆ ଅଞ୍ଚଳରେ ଘଟିଥିଲା ଯେତେବେଳେ କି ଭ୍ୟାନର ଡ୍ରାଇଭର ଦ୍ରୁତ ଗତି ହେତୁ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇ ଦେଇଥିଲେ ଏବଂ ଭ୍ୟାନ୍ ଟି ଖାଈକୁ ଖସି ପଡ଼ିଥିଲା।

ତେବେ ଦୁର୍ଘଟଣା ଘଟାଇଥିବା ଏହି ଭ୍ୟାନଟି କୋଲ୍ହି ଜନଜାତିର ସଦସ୍ୟ ମାନଙ୍କୁ ପଞ୍ଜାବ ପ୍ରଦେଶର ଲାପାରୀରୁ ନେଇ ସିନ୍ଧ ପ୍ରଦେଶର ବାଦିନକୁ ଯାଉଥିଲା। ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତକ ଏବଂ ଆହତ ମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି। ଏନେଇ ଡେପୁଟି କମିଶନର କହିଛନ୍ତି ଯେ, ଭ୍ୟାନ୍ ଟି ବେଲୁଚିସ୍ତାନରେ ଗହମ ଅମଳ କାମ ସାରି ଘରକୁ ଫେରୁଥିବା ଶ୍ରମିକ ମାନଙ୍କୁ ନେଇ ଯାଉଥିଲା।

ସୂତ୍ର ଅନୁଯାୟୀ, ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ଏବଂ ଆହତ ମାନଙ୍କ ମଧ୍ୟରୁ କିଛିଙ୍କ ଅବସ୍ଥା ଗୁରୁତର ଅଛି। ପାକିସ୍ତାନରେ ସଡ଼କ ଦୁର୍ଘଟଣା ସାଧାରଣ କଥା। ଟ୍ରାଫିକ ଦୁର୍ଘଟଣା ପାଇଁ ପାକିସ୍ତାନ ବିଶ୍ୱର ସବୁଠାରୁ ଖରାପ ରେକର୍ଡ ମଧ୍ୟରୁ ଗୋଟିଏ। ଖରାପ ରାସ୍ତା, ଖରାପ ରକ୍ଷଣାବେକ୍ଷଣ ଯାନବାହନ ଏବଂ ଅସାବଧାନତାପୂର୍ଣ୍ଣ ଗାଡି ଚାଳନା ଏହାର ପ୍ରମୁଖ କାରଣ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.