ପ୍ରମୂଖ ଖବର
  • ଆହୁରି ୪୭୬ ରାଜନୈତିକ ଦଳର ମାନ୍ୟତ ରଦ୍ଦ କରିବେ ନିର୍ବାଚନ କମିଶନ୍
  • ||
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ଅନାସ୍ଥା ପ୍ରସ୍ତାବ ଆଗତର ଦିନକ ପୂର୍ବରୁ ବିଜେପିରେ ଯୋଗ ଦେଲେ ୧୬ ୱାର୍ଡ଼‌ ମେମ୍ବର

Published By : Suraj Kumar | June 24, 2025 8:28 PM

ବରଗଡ,୨୪।୬ : ଅନାସ୍ଥା ପ୍ରସ୍ତାବ ଆଗତର ଦିନକ ପୂର୍ବରୁ ବରଗଡ଼ ବିଧାନସଭା ଅନ୍ତର୍ଗତ ତୋରା ଗ୍ରାମରେ ହୋଇଛି ବଡ ଧରଣର ରାଜନୈତିକ ପରିବର୍ତ୍ତନ। ତୋରା ଗ୍ରାମ ପଞ୍ଚାୟତରେ ସରପଞ୍ଚଙ୍କ ବିରୁଦ୍ଧରେ ଆସିଥିବା ଅନାସ୍ଥା ପ୍ରସ୍ତାବର ଭୋଟ୍ ଗ୍ରହଣର ଦିନକ ପୂର୍ବରୁ ମଙ୍ଗଳବାର ଗ୍ରାମ ପଞ୍ଚାୟତର ସମସ୍ତ ୧୬ ଜଣ ୱାର୍ଡ଼‌ ମେମ୍ବର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଛନ୍ତି। 

ସମସ୍ତ ସଭ୍ୟ ନିଜ ଅଞ୍ଚଳର ସ୍ୱାର୍ଥ ତଥା ବିକଶିତ ଗ୍ରାମ ବିକଶିତ ବରଗଡ଼ର ସ୍ଲୋଗାନରେ ପ୍ରଭାବିତ ହୋଇ ବରଗଡ଼ର ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀଙ୍କ ବାସଭବନକୁ ଯାଇ ଯୋଗଦାନ କରିଥିଲେ । ତୋରା ଗ୍ରାମ ପଞ୍ଚାୟତର ସମସ୍ତ ୧୬ ଜଣ ୱାର୍ଡ ମେମ୍ବରଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ । ସେମାନେ ଏକତା, ସମନ୍ୱୟ ଓ ସଂଯୁକ୍ତ ଦୃଷ୍ଟିକୋଣ ସହିତ ଗ୍ରାମ ପଞ୍ଚାୟତର ସୁସଂଗଠିତ ଓ ଅବିରତ ବିକାଶ ପାଇଁ ପ୍ରତିଶୃତିବଦ୍ଧ। ଏହି ଏକତା ତୋରା ଗ୍ରାମ ପଞ୍ଚାୟତର ଉନ୍ନତି ଓ ପରିବର୍ତ୍ତନରେ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ବିଧାୟକ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.