ପ୍ରମୂଖ ଖବର
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

୧୬୧କିଲୋ ଗଞ୍ଜେଇ ଜବତ, ୩ ଗିରଫ

ଭୁବନେଶ୍ବର, ୬/୨ :  ଅବକାରୀ ଫ୍ଲାଇଙ୍ଗ ସ୍କ୍ୱାର୍ଡକୁ ସଫଳତା। ଦୁଇଟି ପୃଥକ୍ ଚଢଉରେ ମୋଟ ୧୬୧କିଲୋ ଗଞ୍ଜେଇ ଜବତ । ଏହି ଘଟଣାରେ ମୋଟ ୩ଜଣଙ୍କୁ ଗିରଫ ସହ ଦୁଇଟି କାର ଜବତ୍ କରାଯାଇଛି । ଜବତ ଗଞ୍ଜେଇର ମୂଲ୍ୟ ୧୬ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି । ଏ ନେଇ ଅବକାରୀ ଡିଏସଇ ସୁଚରିତା ମିଶ୍ର ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.