PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୧୨/୮: ରାଜ୍ୟରେ ଆଜି ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୩୮୯ ଜଣ, ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡ଼ରୁ ୧୬୩,  କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡ଼ ରୁ ୫୦, କେନ୍ଦୁଝରରୁ ୪୭, ରାୟଗଡ଼ାରୁ ୪୭, କନ୍ଧମାଳରୁ ୪୬, ନୟାଗଡ଼ରୁ ୩୫, ଯାଜପୁରରୁ ୩୪, ଗଜପତିିିରୁ ୩୩,  କେନ୍ଦ୍ରାପଡ଼ାରୁ ୩୧, ବାଲେଶ୍ୱରରୁ ୩୦, ମାଲକାନଗିରି ରୁ ୨୮, ଭଦ୍ରକରୁ ୨୬,  ମୟୁରଭଂଜରୁ ୨୫, ଢେଙ୍କାନାଳରୁ ୨୪, କଳାହାଣ୍ଡିରୁ ୨୧, ବଲାଙ୍ଗୀର ରୁ ୧୫, ସୋନପୁର ରୁ ୧୪, ନବରଙ୍ଗପୁର ରୁ ୧୧, ଜଗତସିଂହପୁର ରୁ ୮, ଝରସୁଗୁଡ଼ାରୁ ୬, ଅନୁଗୁଳରୁ ୪, ବୌଦ୍ଧରୁ ଓ ନୂଆପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୩୬୪୭୮କୁ ବୃଦ୍ଧି ପାଇଛି ।