ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ୨ ଗିରଫ

Published By : Gurupada Nath | November 24, 2024 10:35 PM

କଟକ, ୨୪/୧୧ :  କଟକ ମଧୁପାଟଣାରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଦୁଇ ଜଣଙ୍କୁ ଗିରଫ କଲା ମଧୁପାଟଣା ଥାନା ପୋଲିସ । ଗିରଫ ଅଭିଯୁକ୍ତ ଦୁଇ ଜଣ କଟକ ସଦର ଥାନା ଅନ୍ତର୍ଗତ ଶ୍ରୀ କୋରୁଁଅ ଅଞ୍ଚଳର ସ୍ବାମୀ ସ୍ତ୍ରୀ। ନାବାଳିକାର କହିବା ମୁତାବକ ଏକ ଚାକିରି ନିମନ୍ତେ ବାଂଲାଦେଶରେ ଏହି ଫେସ୍ ବୁକ୍ ମାଧ୍ୟମ ରେ ଚାଟ କରି କଲିକତା ଆସିଥିଲା ଓ ପରବର୍ତ୍ତୀ ସମୟରେ ଭୁବନେଶ୍ୱର ଆସି ପହଞ୍ଚିବା ପରେ ଦଲାଲ ମାଧ୍ୟମରେ କଟକ ରେ ପହଞ୍ଚିଥିଲା।

ଗତ ୯ତାରିଖରେ ନାବାଳିକା ଜଣକ ମଧୁପାଟଣା ଅଞ୍ଚଳରେ ବୁଲୁଥିବା ସମୟରେ ପୋଲିସ ଉଦ୍ଧାର କରି ବସୁନ୍ଧରାକୁ ପଠାଇଥିଲା। ପରବର୍ତ୍ତୀ ସମୟରେ ଜଣା ପଡ଼ିଥିଲା କି ନାବାଳିକା ଜଣକୁ ଅନୈତିକ କାର୍ଯ୍ୟରେ ଲିପ୍ତ କରିଥିଲେ ଏହି ଦମ୍ପତି ତେବେ ସିଡବ୍ଲ୍ୟୁସି ଅଭିଯୋଗ ଆଧାରରେ ପୋଲିସ ଉଭୟ ଦମ୍ପତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ତେବେ ଉଦ୍ଧାର ନାବାଳିକା ଗିରଫ ଦମ୍ପତିଙ୍କ ସହ ଆଇଏମଓ ଆପରେ କଥା ହୋଇଥିବା ପୋଲିସ ଆଗରେ ବୟାନ ଦେଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.