ସୋନପୁର,୨୧।୧୨ : ହରଡୋଖୋଳ ଛେଳାପାଲିରେ ଅଜଣା ଗାଡି ଧକ୍କାରେ ୨ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗତରକେଳା ଗାଁର ଜୟ ବେହେରା, ଗଙ୍ଗାଧର ବେହେରା । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ଲୋକମାନେ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି।