ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଧରାପଡ଼ିଲେ ୨ ପିଲାଚୋର, ନିର୍ଦ୍ଧୁମ ପିଟିଲେ ଗ୍ରାମବାସୀ

Published By : Rasmita Pradhan | November 11, 2024 1:43 PM

ପଟ୍ଟାମୁଣ୍ଡାଇ, ୧୧/୧୧ : ପଟ୍ଟାମୁଣ୍ଡାଇ ବ୍ଳକ ନିମପୁର ଶାସନ ଗାଁରୁ ଧରାପଡ଼ିଲେ ପିଲାଚୋର। ପ୍ଲାଷ୍ଟିକ ଡବାରେ ଏକ ଛୋଟ ଶିଶୁକୁ ପୁରାଇ ନେବାବେଳେ ଗ୍ରାମବାସୀ ୨ ବୁଲା ବେପାରୀଙ୍କୁ କାବୁ କରିଛନ୍ତି। ଶିଶୁଟିକୁ ଉଦ୍ଧାର କରାଯାଇଛି। ଖବର ପାଇ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନାନୁଯାୟୀ, ସୋମବାର ପଟ୍ଟାମୁଣ୍ଡାଇ ବ୍ଳକ ଶାସନ ଛକରେ ଜଣେ ମହିଳା ଓ ଜଣେ ପୁରୁଷ ଏକ ମୋଟରସାଇକେଲରେ ଗାଁକୁ ପ୍ଲାଷ୍ଟିକ ଡବା ବିକ୍ରି କରିବାକୁ ଆସିଥିଲେ। ନିମପୁର ଶାସନ ଗ୍ରାମର ଅରୁଣ ମଳିକଙ୍କ ୭ ବର୍ଷର ପୁଅ ସାଇଙ୍କୁ ଡବାରେ ପୁରାଇ ନେଉଥିବା ବେଳେ ଅନ୍ୟ ଏକ ପିଲା ଦେଖି ପାଟି କରିଥିଲା। ଫଳରେ ଗ୍ରାମବାସୀମାନେ ୨ ଜଣଙ୍କୁ ଅଟକାଇ ନିର୍ଧୁମ ପିଟି ପଞ୍ଚାୟତ ଗୃହରେ ଅଟକ ରଖିଥିଲେ। ଘଟଣା ସ୍ଥଳରୁ ସ୍ଥାନୀୟ ଲୋକେ ଶିଶୁଟିକୁ ଉଦ୍ଧାର କରିଥିଲେ। ଖବର ପାଇ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ୨ ଅଭିଯୁକ୍ତଙ୍କୁ ନେବାବେଳେ ଗ୍ରାମବାସୀମାନେ ପୋଲିସ ଗାଡିକୁ ଆକ୍ରମଣ କରିଥିଲେ। ତେବେ ପୋଲିସ ୨ ଅଭିଯୁକ୍ତଙ୍କୁ ନିଜ ହେପାଜତରେ ରଖି ତଦନ୍ତ ଜାରି ରଖିଛି।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.